1 Corinthians 1:27 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନ ମାନଙ୍କୁ ଲଜ୍ଜା ଦବୋ ନିମନ୍ତେ ଜଗତର ଦୁର୍ବଳ ବିଷୟଗୁଡ଼ିକୁ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ଵରଙ୍କ ଛାମୁରେ ଗର୍ବ ନ କରେ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜିତ କରିବା ପାଇଁ ଜଗତ ଦ୍ୱାରା ବିବେଚିତ ଦୁର୍ବଳମାନଙ୍କୁ ମନୋନୀତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟ ଗୁଡ଼ିକୁ ମନୋନୀତ କଲେ। ଜଗତର ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ଦୁର୍ବଳ ବିଷୟ ଗୁଡ଼ିକୁ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ୱରଙ୍କ ଛାମୁରେ ଗର୍ବ ନ କରେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಶಾನ್ಯಾಕ್ನಿ ಲಜ್ಜಾ ಕರಿಸರ್ಕೆ ಕರುಸಾಟ್ನಿ ದೆವಾನ್ ಮುದ್ದಮ್ ಹ್ಯಾ ಜಗಾಕ್ ಪಿಶೆಪಾನ್ ಸರ್ಕೆ ದಿಸ್ತಲೆ ಎಚುನ್ ಘೆಟ್ಲ್ಯಾನ್ ಅನಿ ಘಟ್ಮುಟ್ ಮನುನ್ ಅಸಲ್ಲ್ಯಾಕ್ನಿ ಲಜ್ಜಾ ಕರಿಸರ್ಕೆ ಕರುಕ್ ಹ್ಯಾ ಜಗಾತ್ ಬಳ್ ನಸಲ್ಲೆ ತೆನಿ ಎಚುಕ್ ಕಾಡ್ಲ್ಯಾನ್.