1 Corinthians 1:28 — Compare Translations

7 translations compared side by side

Odia - 1840
"ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ଯ ବିଷୟଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ବର ଜଗତ ଦୃଷ୍ଟି ରେ ଗୁରୁତ୍ବପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଚାହିଁଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଈଶ୍ଵର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ଵର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଜଗତ ଦୃଷ୍ଟିରେ ଯାହା ସବୁ ଗୁରୁତ୍ୱପୂର୍ଣ୍ଣ, ସେଗୁଡ଼ିକୁ ବିଲୋପ କରିବା ପାଇଁ; ଜଗତର ହେୟ, ଉପେକ୍ଷିତ ଓ ନଗଣ୍ୟମାନଙ୍କୁ ସେ ପସନ୍ଦ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକୁ ମନୋନୀତ ନ କରି ନୀଚ୍ଚ ଓ ଘୃଣ୍ୟ ବିଷୟ ଗୁଡ଼ିକ ମନୋନୀତ କଲେ। କାରଣ ପରମେଶ୍ୱର ଜଗତ ଦୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡ଼ିକ ବିନାଶ କରିବାକୁ ଗ୍ଭହିଁଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗ್ ಖಲೆ ಮಹತ್ವಾಚೆ ಮನುನ್ ಚಿಂತಾ ತೆ ನಾಸ್ ಕರುಸಾಟ್ನಿ ಜಗ್ ಖಲೆ ನಕ್ಕೊ ಮನುನ್ ಚಿಂತಾ ತೆ ದೆವಾನ್ ಎಚುನ್ ಘೆಟ್ಲಾ.