1 Corinthians 1:29 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗ ରେ ଗର୍ବ କରିପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ଵର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିର ସୁସ୍ପଷ୍ଟ ଯେ କେହି ଈଶ୍ୱରଙ୍କ ସମ୍ମୁଖରେ ଦର୍ପ ପରି ନ ପାରେ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ଏପରି କରିବାର କାରଣ ହେଉଛି ଯେ, କୌଣସି ଲୋକ ଯେପରି ତାହାଙ୍କ ଆଗରେ ଗର୍ବ କରି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ୱର ଜଗତର ନୀଚ ଓ ତୁଚ୍ଛ ବିଷୟଗୁଡ଼ିକ, ହଁ, ନଗଣ୍ୟ ବିଷୟଗୁଡ଼ିକ ମନୋନୀତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್‍ಹಾತಾನಾ ಕೊನ್‍ಬಿ ಮಾನ್ಸಾಕ್ ದೆವಾಚ್ಯಾ ಇದ್ರಾಕ್ ಮೊಟೆಪಾನ್ ಬೊಲುಕ್ ಹೊಯ್ನ್.