1 Corinthians 1:3 — Compare Translations

7 translations compared side by side

Odia - 1840
"ଆମ୍ଭର ପିତା ପରମେଶ୍ବର ଓ ପ୍ରଭୁଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବତ୍ତୁର୍। ପାଉଲ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ସମସ୍ତଙ୍କୁ ଆମ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପିତା ପରମେଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ଉପରେ ବର୍ତ୍ତୁ। ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವ್ ಅಮ್ಚೊ ಬಾಬಾ, ಅನಿ ಧನಿ ಜೆಜು ಕ್ರಿಸ್ತ್ ತುಮ್ಕಾ ಕುರ್ಪಾ ಅನಿ ಶಾಂತಿ ದಿಂವ್ದಿತ್.