1 Corinthians 1:30 — Compare Translations

7 translations compared side by side

Odia - 1840
"କବଳେ ପରମେଶ୍ବର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତା ରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ପରମଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହାଇେଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ଵରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ଵରୂପ ହୋଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ କରିଛନ୍ତି ଓ ସେହି ଖ୍ରୀଷ୍ଟଙ୍କୁ ହିଁ ଆମ୍ଭମାନଙ୍କ ଜ୍ଞାନ ସ୍ୱରୂପ କରିଛନ୍ତି। ତାଙ୍କ ଦ୍ୱାରା ଈଶ୍ୱରଙ୍କ ସହିତ ଆମର ଯଥାର୍ଥ ସମ୍ପର୍କ ପୁନଃପ୍ରତିଷ୍ଠିତ ହୋଇଛି, ଆମେ ଧାର୍ମିକ ଓ ପବିତ୍ର ଲୋକ ହୋଇ ମୁକ୍ତି ପାଇଛୁ।
Odia Bible ERV 2004 (ପବିତ୍ର ବାଇବଲ)
କେବଳ ପରମେଶ୍ୱର ହିଁ ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅଂଶୀ କରାଇଛନ୍ତି। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ଆଗତ ଜ୍ଞାନ। ଖ୍ରୀଷ୍ଟଙ୍କ ହେତୁ ଆମ୍ଭେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଏବଂ ଆମ୍ଭମାନଙ୍କର ପାପରୁ ମୁକ୍ତି ପାଇ ପବିତ୍ର ହୋଇଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಕ್ ಲಾಗುನುಚ್ ತುಮಿ ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಹಾಶಿ. ದೆವಾನ್ ಜೆಜು ಕ್ರಿಸ್ತಾಕುಚ್ ಅಮ್ಚೆ ಶಾನ್‍ಪಾನ್ ಕರ್‍ಲ್ಯಾನಾಯ್, ತೆನಿಚ್ ತೆಕಾ ಅಮ್ಚೆ ಭಕ್ತಿಪಾನ್, ಅಮ್ಚೆ ಪವಿತ್ರಪಾನ್ ಅನಿ ಅಮ್ಚಿ ಸುಟ್ಕಾ ಕರ್‍ಲ್ಯಾನಾಯ್.