1 Corinthians 1:4 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାେଶ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦତ୍ତ ଈଶ୍ଵରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ଵରଙ୍କୁ ଧନ୍ୟବାଦ ଦେଉଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଖ୍ରୀଷ୍ଟଙ୍କ ଦେଇ ଈଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଛି,
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ପରମେଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତି ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ପ୍ରଦାନ କରିଛନ୍ତି, ସେଥିପାଇଁ ମୁଁ ତୁମ୍ଭମାନଙ୍କ ସକାଶେ ସର୍ବଦା ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ବରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି,
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾ ಜೆಜುಚ್ಯಾ ವೈನಾ ದೆವಾನ್ ತುಮ್ಕಾ ದಿಲ್ಲ್ಯಾ ಕುರ್ಪೆಕ್ ಲಾಗುನ್ ಮಿಯಾ ತುಮ್ಚ್ಯಾಸಾಟ್ನಿ ಮಾಜ್ಯಾ ದೆವಾಕ್ ಕನ್ನಾಬಿ ಧನ್ಯವಾದ್ ದಿತಾ.