1 Corinthians 1:5 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ଯୀଶୁଙ୍କଠା ରେ ତୁମ୍ଭମାନେେ ସମସ୍ତ ବିଷୟ ରେ ଆଶୀର୍ବାଦ ପାଇଅଛ। ତୁମ୍ଭମାନେେ ସମସ୍ତ କଥା ଓ ସମସ୍ତ ଜ୍ଞାନ ରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦ ରେ ପୂର୍ଣ୍ଣତା ଲାଭ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଖ୍ରୀଷ୍ଟଙ୍କ ସହିତ ସମ୍ମିଳିତ ହୋଇଥିବାରୁ ତୁମ୍ଭେମାନେ ସବୁ ବିଷୟରେ ଏପରି କି ବାକ୍ଶକ୍ତି ଓ ଜ୍ଞାନରେ ମଧ୍ୟ ସମୃଦ୍ଧ ହୋଇଅଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ସମସ୍ତ ବିଷୟରେ ଆଶୀର୍ବାଦ ପାଇଅଛ। ତୁମ୍ଭେମାନେ ସମସ୍ତ କଥା ଓ ସମସ୍ତ ଜ୍ଞାନରେ ଖ୍ରୀଷ୍ଟ ଯୀଶୁଙ୍କ ଆଶୀର୍ବାଦରେ ପୂର୍ଣ୍ଣତା ଲାଭ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕ್ರಿಸ್ತಾಚ್ಯಾ ವೈನಾ ತುಮಿ ಸಗ್ಳ್ಯಾ ರಿತಿಚ್ಯಾ ಬೊಲ್ನ್ಯಾತ್ಲಿ ಅನಿ ಸಗ್ಳ್ಯಾ ಶಾನ್ಪಾನಾತ್ ಸಗ್ಳ್ಯಾ ವಾಟೆನ್ ಭರ್ಪುರ್ ವಾಡ್ಲ್ಯಾಸಿ.