1 Corinthians 1:6 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟଙ୍କ ବିଷୟକ ସତ୍ଯ ତୁମ୍ଭଠା ରେ ପ୍ରମାଣିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ସମ୍ପର୍କୀୟ ବାର୍ତ୍ତା ତୁମଠାରେ ଦୃଢ଼ ପ୍ରତିଷ୍ଠିତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କ ବିଷୟକ ସତ୍ୟ ତୁମ୍ଭଠାରେ ପ୍ରମାଣିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾ ಬಾತ್ಮಿ ತುಮ್ಚ್ಯಾ ಮದ್ದಿ ಸಗ್ಳ್ಯಾ ರಿತಿನ್ ಲೈ ಘಟ್ ಹೊಲ್ಲಿ ಹಾಯ್.