1 Corinthians 1:7 — Compare Translations

7 translations compared side by side

Odia - 1840
"ଅତଏବ ଯେତବେେଳେ ତୁମ୍ଭମାନେେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତବେେଳେ ତୁମ୍ଭମାନେେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହ-ଦାନରେ ଊଣା ପଡ଼ୁ ନାହଁ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆବବିର୍ଭାବର ଅପେକ୍ଷାରେ ଥିବା ସମୟରେ ତୁମ୍ଭମାନଙ୍କର କୌଣସି ଆତ୍ମିକ ଆଶୀର୍ବାଦର ଅଭାବ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଯେତେବେଳେ ତୁମ୍ଭେମାନେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଆସିବା ପାଇଁ ଅପେକ୍ଷା କରୁଛ ସେତେବେଳେ ତୁମ୍ଭେମାନେ ତାହାଙ୍କଠାରୁ ସମସ୍ତ ଆତ୍ମିକ ଦାନ ପାଉଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପ୍ରକାଶ ନିମନ୍ତେ ଅପେକ୍ଷାରେ ଥାଇ କୌଣସି ଅନୁଗ୍ରହଦାନର ଊଣା ପଡ଼ୁ ନାହଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಅಮ್ಚೊ ಧನಿ ಜೆಜು ಕ್ರಿಸ್ತ್ ಅನಿಎಗ್ದಾ ದಿಸ್ತಲ್ಯಾಕ್ ರಾಕುನ್ ಹೊತ್ತ್ಯಾ ತುಮ್ಕಾ ಖಲೊಬಿ ಆತ್ಮಿಕ್ ಆಶಿರ್ವಾದ್ ಗಾವ್ತಲೊ ಚುಕಿ ಸಾರ್ಕೊ ನಾ.