1 Corinthians 1:8 — Compare Translations
7 translations compared side by side
Odia - 1840
"ସେ ଶଷେ ପର୍ୟ୍ଯନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭମାନେେ ନିର୍ଦ୍ ଦୋଷ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ମଧ୍ୟ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ସୁରକ୍ଷା କରିବେ। ଫଳରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ “ଦିବସ”ରେ ତୁମ୍ଭେମାନେ ନିର୍ଦ୍ଦୋଷ ବିବେଚିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ತುಮ್ಕಾ ಆಕ್ರಿ ಪತರ್ ಘಟ್ ಸಂಬಾಳ್ತಾ, ಅಶೆ ತುಮಿ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ದಿಸಾ ದಿಸಿ ಕಸ್ಲ್ಯಾಬಿ ಚುಕೆತ್ ರ್ಹಾಯ್ನ್ಯಾಶಿ.