1 Corinthians 1:9 — Compare Translations
7 translations compared side by side
Odia - 1840
"ପରମେଶ୍ବର ବିଶ୍ବସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନ ରେ ସହଭାଗୀ ହବୋପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ବିଶ୍ଵାସ୍ୟ, ଯାହାଙ୍କ ଦ୍ଵାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ଈଶ୍ୱର ତାଙ୍କ ପୁତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସାହଚର୍ଯ୍ୟ ପାଇବା ପାଇଁ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି, ସେ ସଦା ବିଶ୍ୱସ୍ତ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ବିଶ୍ୱସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନରେ ସହଭାଗୀ ହେବା ପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ବିଶ୍ୱାସ୍ୟ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮ್ಚ್ಯಾ ಧನಿಯಾ ಅಪ್ನಾಚ್ಯಾ ಲೆಕಾಚ್ಯಾ ಜೆಜು ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ರ್ಹಾವ್ಕ್ ಬಲ್ವಲ್ಲೊ ದೆವ್ ವಿಶ್ವಾಸಿ.