1 Corinthians 10:1 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମାଶାଙ୍କେୁ ଅନୁସରଣ କରିଥିଲେ) କ'ଣ ହେଲା ତାହା ତୁମ୍ଭମାନେେ ଜାଣି ରଖ। ପରମେଶ୍ବର ସମାନଙ୍କେୁ ମେଘ ସ୍ତମ୍ଭ ଦ୍ବାରା ସୁଫ ସାଗରକୁ ପାର କରାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୋଶାଙ୍କୁ ଅନୁସରଣ କରି ଆମ ପୂର୍ବପୁରୁଷମାନଙ୍କ ପ୍ରତି କ’ଣ ଘଟିଥିଲା, ତୁମ୍ଭେମାନେ ସ୍ମରଣ ରଖ, ଏହା ମୋର ଏକାନ୍ତ ଇଚ୍ଛା। ସେମାନେ ସମସ୍ତେ ମେଘ ଦ୍ୱାରା ସୁରକ୍ଷିତ ଥିଲେ, ଲୋହିତ ସାଗରକୁ ଅକ୍ଲେଶରେ ଅତିକ୍ରମ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନଙ୍କ ଭଳି ହୁଅ ନାହିଁ ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಮೊಯ್ಜೆಚ್ಯಾ ಫಾಟ್ನಾ ಗೆಲ್ಲ್ಯಾ ಅಮ್ಚ್ಯಾ ವಾಡ್ ವಡ್ಲಾಕ್ನಿ ಕಾಯ್ ಘಡ್ಲೆ ಮನುನ್ ತುಮಿ ಇಸ್ರುಚೆ ನ್ಹಯ್, ತೆನಿ ಸಗ್ಳೆ ಜಾನಾ ಮೊಡಾಚ್ಯಾ ಸಾವ್ಳಿಕ್ ಹೊತ್ತೆ ಅನಿ ಸಮುಂದರಾತ್ನಾ ಸಮೆತ್ ಉತ್ರುನ್ ಗೆಲ್ಯಾನಿ.