1 Corinthians 10:11 — Compare Translations
7 translations compared side by side
Odia - 1840
"ସମାନଙ୍କେ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ବରୂପ। ସମସ୍ତ ପ୍ରାଚୀନ ଇତିହାସ ରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚତନୋ ଦବୋ ଉଦ୍ଦେଶ୍ଯ ରେ ଲଖାେ ଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଦୃଷ୍ଟାନ୍ତ ସ୍ଵରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗା; କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ପାଇଁ ଏ ସବୁ ଘଟଣା ଅନ୍ୟମାନଙ୍କର ଦୃଷ୍ଟାନ୍ତ ସ୍ୱରୂପ ଘଟିଥିଲା ଏବଂ ଆମକୁ ସତର୍କ କରାଇବା ନିମନ୍ତେ ସେଗୁଡ଼ିକ ଲିଖିତ। କାରଣ ପ୍ରାୟ ଯୁଗାନ୍ତ ସମୟରେ ଆମେ ବାସ କରୁଅଛୁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ୱରୂପ। ସମସ୍ତ ପ୍ରାଚୀନ ଇତିହାସରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚେତନା ଦେବା ଉଦ୍ଦେଶ୍ୟରେ ଲେଖା ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ಎಕ್ ಉದಾರನ್ ಹೊವ್ಕ್ ಸಾಟ್ನಿ ಹೆ ಸಗ್ಳೆ ತೆಂಕಾ ಘಡ್ಲೆ; ಜಗಾಚ್ಯಾ ಕಾಲಾಚ್ಯಾ ಆಕ್ರಿಕ್ ಪಾವಲ್ಲ್ಯಾ ಅಮ್ಕಾ ಉಶ್ಯಾರ್ಕಿ ಸಾಂಗುಸಾಟ್ನಿ ಹೆ ಸಗ್ಳೆ ಲಿವಲ್ಲೆ ಹಾಯ್.