1 Corinthians 10:21 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ଯ ପିଇ ପାରିବ ନାହିଁ। ସହେିପରି ପ୍ରଭୁଙ୍କ ମଜେ ଓ ଶୟତାନର ମଜେ ଉଭୟର ଅଂଶୀଦାର ହାଇେ ବସି ପାରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଓ ଶୟତାନ, ଉଭୟଙ୍କ ପାନପାତ୍ରରୁ ତୁମ୍ଭେମାନେ ପାନ କରି ପାରିବ ନାହିଁ। ପ୍ରଭୁ ଓ ଶୟତାନ, ଉଭୟଙ୍କ ମେଜରେ ତୁମ୍ଭେମାନେ ଭୋଜନ କରି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ପ୍ରଭୁଙ୍କ ପିଆଲାରୁ ଓ ଶୟତାନର ପିଆଲାରୁ ମଧ୍ୟ ପିଇ ପାରିବ ନାହିଁ। ସେହିପରି ପ୍ରଭୁଙ୍କ ମେଜ ଓ ଶୟତାନର ମେଜ ଉଭୟର ଅଂଶୀଦାର ହୋଇ ବସି ପାରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಆಯ್ದಾನಾತ್ಲೆ ಅನಿ ವಾಂಗ್ಡಾಚ್ ಮ್ಹಾರ್ವ್ವಾಚ್ಯಾಬಿ ಆಯ್ದಾನಾತ್ಲೆ ತುಮಿ ಫಿವ್ಕ್ ಹೊಯ್ನಾ, ಧನಿಯಾಚ್ಯಾಬಿ ಪಂಕ್ತಿತ್ ಅನಿ ಮ್ಹಾರ್ವಾಚ್ಯಾಬಿ ಪಂಕ್ತಿತ್ ಬಸುನ್ ತುಮ್ಕಾ ಜೆವಾನ್ ಕರುಕ್ ಹೊಯ್ನಾ.