1 Corinthians 10:23 — Compare Translations

7 translations compared side by side

Odia - 1840
"ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ ସବୁ ବିଷୟ ଭଲ ନୁହେଁ। ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ କେତକେ ବିଷୟ ଅନ୍ୟମାନଙ୍କ ବିଶ୍ବାସକୁ ଦୃଢ଼ କରିବା ରେ ସାହାୟ୍ଯ କରେ ନହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ଵାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହୁଛନ୍ତି, “ସବୁ କରିବା ପାଇଁ ଆମର ସ୍ୱାଧୀନତା ଅଛି।” ସତ କଥା, କିନ୍ତୁ ସବୁ ବିଷୟ ବିହିତ ନୁହେଁ। ଆମେ ସବୁ କରିପାରୁ, କିନ୍ତୁ ସବୁ ବିଷୟ ହିତଜନକ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ଗୌରବ ପାଇଁ ନିଜ ସ୍ୱାଧୀନତାର ବ୍ୟବହାର କର “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ ସବୁ ବିଷୟ ଭଲ ନୁହେଁ। “ଆମ୍ଭେ ସବୁ କରିବା ପାଇଁ ସ୍ୱାଧୀନତା ପାଇଛୁ।” କିନ୍ତୁ କେତେକ ବିଷୟ ଅନ୍ୟମାନଙ୍କ ବିଶ୍ୱାସକୁ ଦୃଢ଼ କରିବାରେ ସାହାଯ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್‍ ಬಿ ಕರುಕ್ ಅಮ್ಕಾ ಸ್ವತಂತ್ರ್ ಹಾಯ್ ಮನುನ್ ತುಮಿ ಮನ್ಸಿಲಾ, ಖರೆ ಸಗ್ಳೆಬಿ ಅಮ್ಚ್ಯಾ ಫಾಯ್ದ್ಯಾಕ್ ಪಡಿನಾ. ಕಾಯ್ ಬಿ ಕರುಕ್ ಅಮ್ಕಾ ಸ್ವತಂತ್ರ್ ಹಾಯ್ ಹೊಯ್, ಖರೆ ಸಗ್ಳೆಬಿ ಅಮ್ಚ್ಯಾ ಸುದಾರ್‍ನಿಕ್ ಉಪ್ಕಾರಾಕ್ ಪಡಿನಾ.