1 Corinthians 10:28 — Compare Translations
7 translations compared side by side
Odia - 1840
"ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁ ହେ: ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ହାଇେଛି। ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ୟିଏ ଏହା କହିଛି ତା'ର ବିଶ୍ବାସକୁ ତୁମ୍ଭମାନେେ ଆଘାତ ନ ଦବୋ ପାଇଁ ଖାଅ ନାହିଁ ଓ ଦ୍ବିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ ବୋଲି କେତକେ ମତ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ଵରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତାହା ଦେବ ପ୍ରସାଦ ବୋଲି ଯଦି କେହି କହେ, ତାହାର ମଙ୍ଗଳ ପାଇଁ ଓ ବିବେକ ହେତୁ ତାହା ଖାଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଭଲ କି ମନ୍ଦ କୌଣସି ପ୍ରଶ୍ନ ନ କରି ଖାଦ୍ୟ ଭୋଜନ କର। କିନ୍ତୁ ଯଦି ତୁମ୍ଭମାନଙ୍କୁ ଜଣେ କୁହେ: “ଏହି ଖାଦ୍ୟ ମୂର୍ତ୍ତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଛି।” ତାହାହେଲେ ସେ ଖାଦ୍ୟ ଖାଅ ନାହିଁ। ପ୍ରଥମ କାରଣ ହେଲା, ଯିଏ ଏହା କହିଛି ତା’ର ବିଶ୍ୱାସକୁ ତୁମ୍ଭେମାନେ ଆଘାତ ନ ଦେବା ପାଇଁ ଖାଅ ନାହିଁ ଓ ଦ୍ୱିତୀୟ କାରଣ ହେଲା ଏହି ମାଂସ ବା ପ୍ରସାଦ ଖାଇବା ଅନୁଚିତ୍ ବୋଲି କେତେକ ମତ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆ ಖಾನ್ ಮುರ್ತಿಕ್ ಭೆಟ್ವಲ್ಲೆ ಮನುನ್ ಕೊನ್ಬಿ ತುಕಾ ಸಾಂಗ್ಲ್ಯಾರ್ ತೆ ತಿಯಾ ಖಾವ್ನಕೊ; ತುಕಾ ಸಾಂಗಲ್ಲ್ಯಾ ತ್ಯಾ ಮಾನ್ಸಾಸಾಟ್ನಿ ಅನಿ ತುಜ್ಯಾ ಭುತ್ತುರ್ಲ್ಯಾ ಮನಾತ್ಲ್ಯಾ ಸಂಶಯಾಕ್ ಅವಕಾಸ್ ದಿವ್ಚೆ ನ್ಹಯ್, ತಸೆ ಮನುನ್ ತಿಯಾ ತೆ ಖಾವ್ಚೆ ನ್ಹಯ್