1 Corinthians 10:33 — Compare Translations
7 translations compared side by side
Odia - 1840
"ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ମୁଁ ମଧ୍ୟ ମୋହର ସ୍ଵାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯନି କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋ’ ପରି ଆଚରଣ କର। ମୁଁ ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଛ। ନିଜର ଚିନ୍ତା ନ କରି, ଅନ୍ୟମାନଙ୍କର ପରିତ୍ରାଣ ଲାଭ ଉଦ୍ଦେଶ୍ୟରେ ସମସ୍ତଙ୍କର ମଙ୍ଗଳ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରତ୍ୟେକଙ୍କୁ ସମସ୍ତ କାର୍ଯ୍ୟରେ ସନ୍ତୁଷ୍ଟ କରିବାକୁ ଗ୍ଭହେଁ। ମୁଁ ଅନେକଙ୍କର ମଙ୍ଗଳ ଚିନ୍ତାକରେ ଯଦ୍ଦ୍ୱାରା ସେମାନେ ପରିତ୍ରାଣ ପାଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।
Odia IRV 2017 (ଓଡିଆ ବାଇବେଲ)
ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತರ್ ಮಾಜೊ ಸ್ವತಾಚೊ ಫಾಯ್ದೊ ಬಗಿನಸ್ತಾನಾ, ಸಗ್ಳ್ಯಾಕ್ನಿ ಬರೆ ದಿಸಿ ಸಾರ್ಕೆ ಚಲ್ತಾ, ಅಶೆ ಸಗ್ಳೆ ಜಾನಾಕ್ನಿ ಬಚಾವ್ ಕರುಕ್ ಪಾಜೆ.