1 Corinthians 10:5 — Compare Translations

7 translations compared side by side

Odia - 1840
"କିନ୍ତୁ ସମାଙ୍କେ ଭିତରୁ ଅଧିକଙ୍କ ଉପରେ ପରମେଶ୍ବର ପ୍ରସନ୍ନ ନ ଥିଲେ। ସେଥିପାଇଁ ସମାନେେ ମରୁ ପ୍ରାନ୍ତର ରେ ମରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ଵରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତଥାପି ଈଶ୍ୱର ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ପ୍ରତି ସନ୍ତୁଷ୍ଟ ନ ଥିଲେ। ତେଣୁ ସେମାନଙ୍କ ମୃତ ଶରୀର ମରୁଭୂମିର ଚାରିଆଡ଼େ ଛିନ୍ନଭିନ୍ନ ହୋଇ ପଡ଼ିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନଙ୍କ ଭିତରୁ ଅଧିକଙ୍କ ଉପରେ ପରମେଶ୍ୱର ପ୍ରସନ୍ନ ନ ଥିଲେ। ସେଥିପାଇଁ ସେମାନେ ମରୁ ପ୍ରାନ୍ତରରେ ମରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ୱରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ತೆಂಚ್ಯಾತ್ಲಿ ಜಾಸ್ತಿಚಿ ಲೊಕಾ ದೆವಾಚ್ಯಾ ಮನಾಕ್ ಯೆವ್ಕನಾತ್ ತಸೆ ಮನುನ್ ತೆಂಕಾ ಜಿವಾನಿ ಮಾರುನ್ ಹೊಲೆ ಅನಿ ತೆಂಚಿ ಮಡಿ ಡಂಗ್ಳಿತ್ ಸಿಪ್ಡುನ್ ಪಡ್ಲಿ.