1 Corinthians 10:6 — Compare Translations
7 translations compared side by side
Odia - 1840
"ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ବରୂପ ଅଛି, ଅତଏବ ଆମ୍ଭେ ସମାନଙ୍କେ ଭଳି ମନ୍ଦ କାର୍ୟ୍ଯ କରିବା ପାଇଁ ଇଚ୍ଛା କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହିସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ଵରୂପ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ପ୍ରତି ଅସତ୍ ଚିନ୍ତା ନ କରିବା ପାଇଁ କିମ୍ବା ସେମାନଙ୍କ ମଧ୍ୟରୁ କେତେକଙ୍କ ପରି ପ୍ରତିମା ପୂଜା ନ କରିବା ପାଇଁ, ଏସବୁ ଦୃଷ୍ଟାନ୍ତ ସ୍ୱରୂପ ହୋଇ ଆମକୁ ଚେତାବନୀ ଦେଉଛି। ଧର୍ମଶାସ୍ତ୍ରରେ ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ ଓ ତା’ପରେ ଉଠି ରଙ୍ଗରସରେ ମାତିଲେ।”
Odia Bible ERV 2004 (ପବିତ୍ର ବାଇବଲ)
ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಆಶಾ ಕರ್ಲ್ಯಾನಿ, ತಸೆ ಅಮಿಬಿ ಝುಟ್ಯಾ ಸಾಮಾನಾಂಚಿ ಆಶಾ ಕರುಚೆ ನ್ಹಯ್ ಮನುನ್ ಅಮ್ಕಾ ದಾಕ್ವುನ್ ದಿವ್ಕ್ ಸಾಟ್ನಿ ಹೆ ಸಗ್ಳೆ ಘಡ್ಲೆ.