1 Corinthians 10:7 — Compare Translations
6 translations compared side by side
Odia - 1840
"ସମାନଙ୍କେ ଭିତ ରେ କେତକଙ୍କେ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁ ହେ: ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ” ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଭିତରେ କେତେକଙ୍କ ଭଳି ମୂର୍ତ୍ତିପୂଜା କର ନାହିଁ। ଶାସ୍ତ୍ର କୁହେ: “ଲୋକେ ଖାଇବା ଓ ପିଇବା ପାଇଁ ବସିଲେ ଓ ନାଚିବା ପାଇଁ ଉଠିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
Odia IRV 2017 (ଓଡିଆ ବାଇବେଲ)
ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, "ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ" ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾತ್ಲ್ಯಾ ಉಲ್ಲ್ಯಾನಿ ಮುರ್ತಿಚಿ ಫುಜ್ಯಾ ಕರ್ಲ್ಯಾನಿ, ತಸೆ ತುಮಿ ಕರುಚೆ ನ್ಹಯ್. ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್, “ತೆನಿಚ್ ಖಾವ್ಕ್ ಅನಿ ಫಿವ್ಕ್ ಬಸ್ಲೆ ಅನಿ ಬುರ್ಶಿ ಆಂಗಾಚೆ ಸಮಂದ್ ವಿಶಯಾತ್ ನಾಚುಕ್ ಅನಿ ಖೆಳ್ ಕರುಕ್ ಲಾಗ್ಲ್ಯಾನಿ”