1 Corinthians 11:10 — Compare Translations
7 translations compared side by side
Odia - 1840
"ଜଣେ ସ୍ତ୍ରୀ ଅଧିନତାର ଚିହ୍ନ ସ୍ବରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ବର୍ଗଦୂତମାନଙ୍କ ଲାଗି ମଧ୍ଯ ସେ ଏହା କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧୀନତାର ଚିହ୍ନ ଘେନିବା ଉଚିତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ନିଦର୍ଶନ ସ୍ୱରୂପେ ଓ ସ୍ୱର୍ଗଦୂତମାନଙ୍କ ହେତୁ ନାରୀ ମସ୍ତକ ଆଚ୍ଛାଦନ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀ ଅଧୀନତାର ଚିହ୍ନ ସ୍ୱରୂପେ ଆପଣା ମସ୍ତକ ଆଚ୍ଛାଦନ କରିବା ଉଚିତ୍। ସ୍ୱର୍ଗଦୂତମାନଙ୍କ ଲାଗି ମଧ୍ୟ ସେ ଏହା କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾ ಸಾಟ್ನಿ ದೆವಾಚ್ಯಾ ದುತಾಂಚ್ಯಾ ಇದ್ರಾಕ್ ಅಪ್ನಾಚ್ಯಾ ಘೊವ್ಮಾನ್ಸಾಂಚ್ಯಾ ಅಧಿಕಾರಾಚ್ಯಾ ಖಾಯ್ಲ್ ಅಪ್ನಿ ಹಾಂವ್ ಮನುನ್ ದಾಕ್ವುಕ್ ಎಕ್ ಬಾಯ್ಕೊಮನ್ಸಿನ್ ಅಪ್ನಾಚೆ ಟಕ್ಲೆ ಧಾಪ್ತಲಿ ಗರಜ್ ಹಾಯ್.