1 Corinthians 11:13 — Compare Translations
7 translations compared side by side
Odia - 1840
"ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ବରଙ୍କୁ ପ୍ରାର୍ଥନା କରିବା କ'ଣ ଉଚିତ୍ କି? ଏହା ତୁମ୍ଭମାନେେ ନିଜେ ନିର୍ଣ୍ଣୟ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ନିଜେ ବିବେଚନା କର। ସର୍ବସାଧାରଣ ଉପାସନାରେ ଅନାବୃତ ମସ୍ତକରେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା, କ’ଣ ନାରୀ ପାଇଁ ଶୋଭନୀୟ?
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରି ପରମେଶ୍ୱରଙ୍କୁ ପ୍ରାର୍ଥନା କରିବା କ’ଣ ଉଚିତ୍ କି? ଏହା ତୁମ୍ଭେମାନେ ନିଜେ ନିର୍ଣ୍ଣୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କ'ଣ ଉପଯୁକ୍ତ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚಿಚ್ ತುಮಿ ನಿತ್ ಕರುನ್ ಬಗಾ, ಎಕ್ ಬಾಯ್ಕೊಮನ್ಸಿನ್ ಅಪ್ನಾಚೆ ಟಕ್ಲೆ ಉಗ್ಡೆ ಸೊಡುನ್ ಮಾಗ್ನಿ ಕರ್ತಲೆ ಬರೆ ದಿಸ್ತಾ ಕಾಯ್?