1 Corinthians 11:15 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା'ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ଵରୂପେ ତାʼର କେଶ ତାହାକୁ ଦିଆଯାଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହା ସ୍ତ୍ରୀର ଗର୍ବର ବିଷୟ? ଏହି ଦୀର୍ଘ କେଶ ତା’ର ଆବରଣ ନିମନ୍ତେ ଦିଆଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଜଣେ ସ୍ତ୍ରୀର ଲମ୍ବା ବାଳ ଅଛି, ଏହା ତା’ ପାଇଁ ଗୌରବର ବିଷୟ। ମସ୍ତକ ଆଚ୍ଛାଦନ କରିବା ପାଇଁ ସ୍ତ୍ରୀକୁ ଦୀର୍ଘ କେଶ ପ୍ରଦାନ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତା'ର କେଶ ତାହାକୁ ଦିଆଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕ್ ಬಾಯ್ಕೊಮಾನ್ಸಿಕ್ ಲಾಂಬ್ ಕೆಸಾ ರ್ಹಾಲ್ಯಾರ್ ತೆ ತಿಕಾ ಗೌರವಾಚೆ ಹೊಯ್ ಕಿ ನ್ಹಯ್? ಕಶ್ಯಾಕ್ ಮಟ್ಲ್ಯಾರ್ ಟಕ್ಲೆ ಧಾಪುನ್ ಘೆವ್ಸಾಟ್ನಿ ಬಾಯ್ಕೊಮಾನ್ಸಿಕ್ ಲಾಂಬ್ ಕೆಸಾ ದಿಲ್ಲಿ ಹಾತ್?