1 Corinthians 11:16 — Compare Translations
7 translations compared side by side
Odia - 1840
"ଯଦି କିଏ ଏହି ବିଷୟ ରେ ୟୁକ୍ତି ତର୍କ କରିବା ପାଇଁ ଇଚ୍ଛା କରେ, ତବେେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ୟ୍ଯକଳାପଠାରୁ ଆମ୍ଭେ ବା ପରମେଶ୍ବରଙ୍କ ମଣ୍ଡଳୀ ସ୍ବୀକୃତ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ଵା ଈଶ୍ଵରଙ୍କ ମଣ୍ତଳୀସମୂହର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଏହି ବିଷୟରେ କେହି ଯୁକ୍ତିତର୍କ କରିବାକୁ ଇଚ୍ଛା କରେ, ତେବେ ତାକୁ ମୋର ଏତିକି ବକ୍ତବ୍ୟ, ଆମ ମଧ୍ୟରେ କିମ୍ବା ଈଶ୍ୱରଙ୍କ ଉପାସନା ମଣ୍ଡଳୀମାନଙ୍କରେ ଉପାସନା ସମ୍ପର୍କରେ ଅନ୍ୟ କୌଣସି ପ୍ରଥା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କିଏ ଏହି ବିଷୟରେ ଯୁକ୍ତିତର୍କ କରିବା ପାଇଁ ଇଚ୍ଛା କରେ, ତେବେ ଆମ୍ଭେ କହିବୁ ଯେ, ଲୋକମାନଙ୍କ ଏପ୍ରକାର କାର୍ଯ୍ୟକଳାପଠାରୁ ଆମ୍ଭେ ବା ପରମେଶ୍ୱରଙ୍କ ମଣ୍ଡଳୀ ସ୍ୱୀକୃତ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ୱରଙ୍କ ମଣ୍ଡଳୀସମୂହର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹ್ಯಾ ವಿಶಯಾತ್ ತುಮ್ಚ್ಯಾತ್ಲೊ ಕೊನ್ ಬಿ ತಕ್ರಾರ್ ಕರುಕ್ ರ್ಹಾತಾ ಜಾಲ್ಯಾರ್, ಮಿಯಾ ತೆಕಾ ಎವ್ಡೆಚ್ ಸಾಂಗ್ತಾ ಅಮ್ಚ್ಯಾ ಮದ್ದಿ ಹೊಂವ್ದಿತ್, ದೆವಾಚ್ಯಾ ಲೊಕಾಚ್ಯಾ ತಾಂಡ್ಯಾತ್ನಿ ಹೊಂವ್ದಿತ್ ದುಸ್ರಿ ರುಡಾ ನಾ.