1 Corinthians 11:17 — Compare Translations
7 translations compared side by side
Odia - 1840
"ବର୍ତ୍ତମାନ ମୁଁ ଯେଉଁ ବିଷୟ ରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବତେ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତେ କ୍ଷତିକାରକ ହେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିମ୍ନରେ ତୁମ୍ଭମାନଙ୍କୁ ଆଉ କେତୋଟି ନିର୍ଦ୍ଦେଶ ଦେବାବେଳେ ମୁଁ ତୁମର ପ୍ରଶଂସା କରି କିଛି କହି ପାରିବି ନାହିଁ। ତୁମ୍ଭେମାନେ ଉପାସନା ପାଇଁ ଏକତ୍ରିତ ହେବା ସମୟରେ, ଏହା ତୁମ ପକ୍ଷରେ ହିତକର ନ ହୋଇ ଅନିଷ୍ଟଜନକ ହେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଭୋଜ ବର୍ତ୍ତମାନ ମୁଁ ଯେଉଁ ବିଷୟରେ ତୁମ୍ଭମାନଙ୍କୁ କହୁଛି, ସେଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ। ତୁମ୍ଭମାନଙ୍କର ସମବେତ ସଭାଗୁଡ଼ିକ ତୁମ୍ଭମାନଙ୍କ ମଙ୍ଗଳ କରିବା ପରିବର୍ତ୍ତେ କ୍ଷତିକାରକ ହେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತುಮ್ಕಾ ಉಲ್ಲೆ ಹುಕುಮ್ ದಿತಾನಾ ಮಿಯಾ ತುಮ್ಚೊ ಸಿಪಾರತ್ ಬೊಲುಕ್ ಹೊಯ್ನಾ ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಎಕ್ ತಾಂಡೊ ಹೊವ್ನ್ ಗೊಳಾ ಹೊಲ್ಲ್ಯಾ ತನ್ನಾ ಬರೆ ಹೊತಲ್ಯಾ ಬದ್ಲಾಕ್, ಬುರ್ಶೆಚ್ ಜಾಸ್ತಿ ಹೊತಾ.