1 Corinthians 11:18 — Compare Translations

7 translations compared side by side

Odia - 1840
"ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭମାନେେ ମଣ୍ଡଳୀ ସଭା ରେ ସମବତେ ହେଲା ବେଳେ ତୁମ୍ଭମାନଙ୍କ ମଧିଅରେ ଦଳ ଭଦେ ଘଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ତଳୀ ସ୍ଵରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ଵାସ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମତଃ, ମୁଁ ଖବର ପାଇଛି ଯେ, ଉପାସନାଳୟରେ ଏକ୍ରତିତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ସୃଷ୍ଟି ହେଉଛି। ଏହା ଆଂଶିକ ଭାବରେ ସତ୍ୟ ବୋଲି ମୋର ବିଶ୍ୱାସ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಭೆದ್‍ಭಾವ್ ಹಾತ್, ಹೆ ಖರೆ ಹಾಯ್. ಹೆಚ್ಯಾ ವೈನಾ ತುಮ್ಚ್ಯಾತ್ಲೊ ಬರೊ ಕೊನ್ ಮನುನ್ ಕಳುನ್ ಯೆತಾ.