1 Corinthians 11:19 — Compare Translations

7 translations compared side by side

Odia - 1840
"କେତକୋଂଶ ରେ ମୁଁ ଏହାକୁ ବିଶ୍ବାସ କରେ। ତୁମ୍ଭମାନଙ୍କ ମଧିଅରେ ମତଭଦେ ହବୋ ଆବଶ୍ଯକ କାରଣ ଏହା ଦ୍ବାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ଅବଶ୍ୟ ତୁମ୍ଭମାନଙ୍କ ମଧ୍ୟରେ ଦଳ ଭେଦ ଘଟିବ ଏବଂ ଏହି ସଂଘର୍ଷ ଫଳରେ କେଉଁମାନଙ୍କର ମତ ଯଥାର୍ଥ, ଜଣାପଡ଼ିବ।)
Odia Bible ERV 2004 (ପବିତ୍ର ବାଇବଲ)
କେତେକାଂଶରେ ମୁଁ ଏହାକୁ ବିଶ୍ୱାସ କରେ। ତୁମ୍ଭମାନଙ୍କ ମଧ୍ୟରେ ମତଭେଦ ହେବା ଆବଶ୍ୟକ କାରଣ ଏହା ଦ୍ୱାରା ଯେଉଁମାନଙ୍କ ମତ ଠିକ୍ ତାହା ସ୍ପଷ୍ଟ ରୂପେ ଜଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಭಾಗಾ ಹಾತ್ ಮನ್ತಲಿ ಖಬರ್ ಖರಿ, ಹೆಚ್ಯಾ ವೈನಾ ತುಮ್ಚ್ಯಾತ್ಲೊ ಕೊನ್ ಬರೊ ಮನುನ್ ಕಳುನ್ ಯೆತಾ.