1 Corinthians 11:2 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭମାନେେ ମାେତେ ସମସ୍ତ ବିଷୟ ରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦଇେଥିଲି ସେ ଗୁଡ଼ିକୁ ସ୍ମରଣ ରେ ରଖି ପାଳନ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି, କାରଣ ତୁମ୍ଭେମାନେ ମୋତେ ସବୁବେଳେ ସ୍ମରଣ କରୁଛ ଓ ମୁଁ ତୁମ୍ଭମାନଙ୍କୁ ଦେଇଥିବା ଶିକ୍ଷାସବୁ ପାଳନ କରୁଛ।
Odia Bible ERV 2004 (ପବିତ୍ର ବାଇବଲ)
ଅଧୀନରେ ରହିବା ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଛି କାରଣ ତୁମ୍ଭେମାନେ ମୋତେ ସମସ୍ତ ବିଷୟରେ ମନେ ପକାଉ ଅଛ। ମୁଁ ଯେଉଁ ଉପଦେଶ ଗୁଡ଼ିକ ଦେଇଥିଲି ସେ ଗୁଡ଼ିକୁ ସ୍ମରଣରେ ରଖି ପାଳନ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହି ସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕನ್ನಾಬಿ ಮಾಜಿ ಯಾದ್ ಕಾಡ್ತ್ಯಾಸಿ ಅನಿ ಮಿಯಾ ತುಮ್ಕಾ ಸಾಂಗಲ್ಲಿ ಪದ್ದತಿಯಾ ತುಮಿ ಸಂಬಾಳುನ್ ಧರ್ಲ್ಯಾಸಿ ಮನುನ್ ಮಿಯಾ ತುಮ್ಕಾ ಹೊಗಳ್ತಾ