1 Corinthians 11:20 — Compare Translations
7 translations compared side by side
Odia - 1840
"ଅତଏବ, ତୁମ୍ଭମାନେେ ଯେତବେେଳେ ମଣ୍ଡଳୀ ରେ ସମବତେ ହୁଅ, ତୁମ୍ଭମାନେେ ପ୍ରକୃତ ରେ ପ୍ରଭୁଭୋଜ ପାଳନ କରି ନ ଥାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଗୋଟିଏ ଦଳ ସ୍ୱରୂପେ ଏକତ୍ରିତ ହୋଇ ଯେଉଁ ଭୋଜନରେ ଅଂଶୀ ହେଉଛ, ତାହା “ପ୍ରଭୁଭୋଜ ନୁହେଁ,”
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ତୁମ୍ଭେମାନେ ଯେତେବେଳେ ମଣ୍ଡଳୀରେ ସମବେତ ହୁଅ, ତୁମ୍ଭେମାନେ ପ୍ରକୃତରେ ପ୍ରଭୁଭୋଜ ପାଳନ କରି ନ ଥାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ತುಮಿ ಸಗ್ಳೆ ವಾಂಗ್ಡಾ ಮಿಳುನ್ ಕರ್ತ್ಯಾಶಿ ತೆ ಜೆವಾನ್ ಧನಿಯಾಚೆ ಜೆವಾನ್ ನ್ಹಯ್.