1 Corinthians 11:21 — Compare Translations
7 translations compared side by side
Odia - 1840
"କାରଣ ତୁମ୍ଭମାନେେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କହେି କହେି ୟଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷ ରେ ଅନ୍ୟମାନେ ଅତ୍ଯଧିକ ଖାଇପିଇ ମାତାଲ ହାଇେ ଯାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ୍ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ସେତେବେଳେ ତୁମ୍ଭେମାନେ ପ୍ରତ୍ୟେକେ ନିଜ ନିଜ ଆହାର ଭୋଜନ କରିବାରେ ବ୍ୟସ୍ତ ଥାଅ। ଫଳରେ ଜଣେ କ୍ଷୁଧାର୍ତ୍ତ ଥିଲାବେଳେ, ଅନ୍ୟ ଜଣେ ମାତାଲ ହୋଇ ପଡ଼େ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେମାନେ ଖାଇଲା ବେଳେ ଅନ୍ୟମାନଙ୍କ ପାଇଁ ଅପେକ୍ଷା ନ କରି ନିଜ ନିଜର ଭୋଜ ଖାଅ। ଫଳତଃ, କେହି କେହି ଯଥେଷ୍ଟ ଖାଇବା ଓ ପିଇବାକୁ ପାଆନ୍ତି ନାହିଁ, ଅପରପକ୍ଷରେ ଅନ୍ୟମାନେ ଅତ୍ୟଧିକ ଖାଇପିଇ ମାତାଲ ହୋଇଯା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।
Odia IRV 2017 (ଓଡିଆ ବାଇବେଲ)
କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಜೆವಾನ್ ಕರ್ತಲ್ಯಾಕ್ಡೆ ಎಕ್ಲೊ ಅನಿಎಕ್ಲ್ಯಾಕ್ ರಾಕಿ ನಸ್ತಾನಾ ಅಪ್ನಿ ಹಾನಲ್ಲೆ ಜೆವಾನ್ ಜವ್ಕ್ ಅವಸರ್ ಕರ್ತಾ, ಅಶೆ ಎಕ್ಲೊ ಉಪ್ಪಾಸಿ ರ್ಹಾತಾನಾ ಅನಿ ಎಕ್ಲೊ ಫಿವ್ನ್ ನಿಶೆತ್ ರ್ಹಾತಾ.