1 Corinthians 11:22 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ନିଜ ନିଜର ଘ ରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ମଣ୍ଡଳୀର ଯେପରି ଗୁରୁତ୍ବ ନାହିଁ, ଏହି କାର୍ୟ୍ଯରୁ ଜଣାପଡ଼େ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ'ଣ ବା କହିବି? ଏହି କାମ ପାଇଁ କ'ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା । ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ଵା ତୁମ୍ଭେମାନେ କଅଣ ଈଶ୍ଵରଙ୍କ ମଣ୍ତଳୀକି ଅବଜ୍ଞା କରୁଅଛ, ପୁଣି ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏ ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନ ପାନ କରିବା ପାଇଁ ତୁମର କ’ଣ ନିଜର ଘର ନାହିଁ? ଅଥବା ଈଶ୍ୱରଙ୍କ ମଣ୍ଡଳୀକୁ ତୁଚ୍ଛ ଜ୍ଞାନ କରିବା ଓ ଅଭାବଗ୍ରସ୍ତ ଲୋକମାନଙ୍କୁ ଅପମାନ ଦେବା, କଅଣ ତୁମର ଉଦ୍ଦେଶ୍ୟ? ମୁଁ ତୁମ୍ଭମାନଙ୍କୁ ଏ ବିଷୟରେ କ’ଣ କହିବି? କ’ଣ ତୁମ୍ଭମାନଙ୍କୁ ପ୍ରଶଂସା କରିବି? ନା, ଏ କ୍ଷେତ୍ରରେ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରି ପାରିବି ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ନିଜର ଘରେ ଖାଇ ପିଇ ପାରିବ। ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ମଣ୍ଡଳୀର ଯେପରି ଗୁରୁତ୍ୱ ନାହିଁ, ଏହି କାର୍ଯ୍ୟରୁ ଜଣାପଡ଼େ। ତୁମ୍ଭେମାନେ ଦରିଦ୍ର ଲୋକଙ୍କୁ ଲଜ୍ଜା ଦେଉଛ। ମୁଁ ତୁମ୍ଭମାନଙ୍କୁ କ’ଣ ବା କହିବି? ଏହି କାମ ପାଇଁ କ’ଣ ମୁଁ ତୁମ୍ଭମାନଙ୍କ ପ୍ରଶଂସା କରିବି? ନା। ଏଥିପାଇଁ ମୁଁ ତୁମ୍ଭମାନଙ୍କୁ ପ୍ରଶଂସା କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କ'ଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କ'ଣ ଈଶ୍ୱରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କ'ଣ କହିବି? କ'ଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆವ್ಕ್ ಅನಿ ಪಿವ್ಕ್ ತುಮ್ಚ್ಯಾ, ತುಮ್ಚ್ಯಾ ಘರಾತ್ ನಾ ಕಾಯ್? ದೆವಾಚೆ ಆರಾದನ್ ಕರ್‍ತಲ್ಯಾ ಜಾಗ್ಯಾಚಿ ತುಮಿ ಪರ್ವಾ ಕರಿನಸ್ತಾನಾ ರ್‍ಹಾವ್ಚೆ ಅನಿ ಗರಿಬಾಕ್ನಿ ತುಮಿ ಅಶೆ ಲಜ್ಜೆಕ್ ಘಾಲುಚೆ ಕಾಯ್? ಹ್ಯಾ ವಿಶಯಾತ್ ಮಿಯಾ ತುಮ್ಕಾ ಕಾಯ್ ಮನು? ತುಮ್ಕಾ ಹೊಗ್ಳು ಕಿ? ನಾ ತುಮ್ಕಾ ಹೊಗ್ಳುಕ್ ಹೊಯ್ನಾ.