1 Corinthians 11:23 — Compare Translations
7 translations compared side by side
Odia - 1840
"ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୋଟୀ ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ସମ୍ପର୍କରେ ପ୍ରଭୁଙ୍କଠାରୁ ମୁଁ ଯେଉଁ ନିର୍ଦ୍ଦେଶ ପାଇଛି, ତୁମ୍ଭମାନଙ୍କୁ ଜଣାଉଛି। ପ୍ରଭୁ ଯୀଶୁ ଶତ୍ରୁମାନଙ୍କ ହାତରେ ସମର୍ପିତ ହେବା ରାତିରେ ରୋଟୀ ନେଇ ଈଶ୍ୱରଙ୍କ ଧନ୍ୟବାଦ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କଠାରୁ ଗ୍ରହଣ କରିଥିଲି, ସେହି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦେଲି। ଯେଉଁ ରାତ୍ରିରେ ଯୀଶୁଙ୍କୁ ହତ୍ୟା କରିବା ପାଇଁ ଧରାଇ ଦିଆଯାଇଥିଲା। ସେହି ରାତ୍ରିରେ ସେ ରୋଟୀ ନେଲେ ଓ ତା’ ପାଇଁ ଧନ୍ୟବାଦ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕಾಯ್ ಧನಿಯಾಕ್ನಾ ಮಿಯಾ ಘೆಟ್ಲಾ ತೆ ಮಿಯಾ ತುಮ್ಕಾ ಸಾಂಗುನ್ ದಿಲಾ. ತೆ ಕಾಯ್ ಮಟ್ಲ್ಯಾರ್, ಧನಿಯಾ ಜೆಜುಕ್ ದುಸ್ರ್ಯಾಂಚ್ಯಾ ಹಾತಿತ್ ಧರುನ್ ದಿವ್ನ್ ಹೊಲೆ, ತ್ಯಾ ದಿಸ್ ರಾಚ್ಚೆ ಭಾಕ್ರಿ ಘೆಟ್ಲ್ಯಾನ್.