1 Corinthians 11:26 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲା ବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ୟ୍ଯନ୍ତ, ପ୍ରଭୁଙ୍କ ମୃତ୍ଯୁର ଘାଷେଣା କରୁଥିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେତେ ଥର ତୁମ୍ଭେମାନେ ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିରୁ ଏହା ଜଣାପଡ଼ୁଛି ଯେ, ତୁମ୍ଭେମାନେ ଯେତେ ଥର ଏହି ରୋଟୀ ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର ବାର୍ତ୍ତା ଘୋଷଣା କରିଥାଅ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଥର ଏହି ରୋଟୀ ଖାଇଲା ବେଳେ ଓ ଏହି ପାନପାତ୍ରରୁ ପାନ କଲାବେଳେ, ପ୍ରଭୁଙ୍କ ଦିନ ଆସିବା ପର୍ଯ୍ୟନ୍ତ, ପ୍ରଭୁଙ୍କ ମୃତ୍ୟୁର ଘୋଷଣା କରୁଥିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಕವ್ಡೆಂದಾ ತುಮಿ ಹಿ ಭಾಕ್ರಿ ಖಾತ್ಯಾಶಿ ಅನಿ ಹ್ಯಾ ಆಯ್ದಾನಾತ್ಲೆ ಫಿತ್ಯಾಶಿ ತವ್ದೆಂದಾ ಧನಿಯಾಚೆ ಮರಾನ್ ತೊ ಯೆಯ್‍ ಪತರ್ ತುಮಿ ಪ್ರಚಾರ್ ಕರ್ತ್ಯಾಸಿ.