1 Corinthians 11:27 — Compare Translations
7 translations compared side by side
Odia - 1840
"ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେକେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୋଟୀ ଭୋଜନ କରେ କିମ୍ଵା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ଯେ ଅଯୋଗ୍ୟ ଭାବରେ ପ୍ରଭୁଙ୍କ ସ୍ମାରକୀ ରୋଟୀ ଭୋଜନ କରେ ଏବଂ ପାନପାତ୍ରରୁ ପାନ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତ ବିରୁଦ୍ଧରେ ପାପ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଯେଉଁ ଲୋକ ରୋଟୀ ଓ ପ୍ରଭୁଙ୍କର ପିଆଲାରୁ ଅନୁଚିତ୍ ଭାବରେ ଗ୍ରହଣ କରେ, ସେ ପ୍ରଭୁଙ୍କର ଶରୀର ଓ ରକ୍ତର ଅବମାନନା କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಜೆ ಕೊನ್ ಯೊಗ್ಯ್ ನಸ್ತಾನಾ ಹಿ ಭಾಕ್ರಿ ಖಾತಾ, ನಾ ಹೊಲ್ಯಾರ್ ಧನಿಯಾಚ್ಯಾ ಆಂಗಾ ಅನಿ ರಗ್ತಾಚ್ಯಾ ವಿರೊದ್ ಚುಕ್ ಕರ್ತಾ ಅನಿ ತೊ ಚುಕಿದಾರ್ ಹೊತಾ.