1 Corinthians 11:28 — Compare Translations

7 translations compared side by side

Odia - 1840
"ପ୍ରେତ୍ୟକକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନବୋ ଦରକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରିଭାବେ ଏହି ରୋଟୀ ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଏହି ରୋଟୀ ଭୋଜନ କରିବା ପୂର୍ବରୁ ଓ ପାନପାତ୍ରରୁ ପାନ କରିବା ପୂର୍ବରୁ ପ୍ରତ୍ୟେକେ ଆତ୍ମପରୀକ୍ଷା କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକଲୋକ ରୋଟୀ ଖାଇବା ପୂର୍ବରୁ ଓ ପିଆଲାରୁ ପିଇବା ପୂର୍ବରୁ ନିଜ ହୃଦୟକୁ ପରୀକ୍ଷା କରିନେବା ଦରକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಹರ್ ಎಕ್ಲೊ ಅದ್ದಿ ಅಪ್ನಾಚಿ ಝಡ್ತಿ ಕರುಂದಿತ್ ಅನಿ ಮಾನಾ ಹಿ ಭಾಕ್ರಿ ಖಾಂವ್ದಿತ್ ಅನಿ ಹ್ಯಾ ಆಯ್ದಾನಾತ್ಲೆ ಫಿಂವ್ದಿತ್.