1 Corinthians 11:29 — Compare Translations

7 translations compared side by side

Odia - 1840
"ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶଷେ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା' ହେଲେ ସେ ଏହା ଖାଇବା ଓ ପିଇବା ଦ୍ବାରା ଦୋଷୀ ସାବ୍ଯସ୍ତ ହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ତ ନିମନ୍ତେ ଭୋଜନ କରେ ଓ ପାନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯେଉଁ ବ୍ୟକ୍ତି ପ୍ରଭୁଙ୍କ ଶରୀରର ପ୍ରକୃତ ଅର୍ଥ ନ ବୁଝି ଭୋଜନ କରେ ଓ ପାନ କରେ, ସେ ନିଶ୍ଚୟ ଦଣ୍ଡନୀୟ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ମଣି ଏହି ରୋଟୀକୁ ଖାଏ ଓ ଏହି ପିଆଲାରୁ ପିଏ, ତା’ହେଲେ ସେ ଏହା ଖାଇବା ଓ ପିଇବା ଦ୍ୱାରା ଦୋଷୀ ସାବ୍ୟସ୍ତ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಜೊ ಕೊನ್ ಆಂಗ್ ಕಾಯ್ ಮನುನ್ ಕಳ್ವುನ್ ಘೆಯ್ ನಸ್ತಾನಾ ಖಾತಾ ಅನಿ ಫಿತಾ, ತೊ ಅಪ್ನಾಚ್ಯಾ ವರ್ತಿಚ್ ಝಡ್ತಿ ಹಾನುನ್ ಘೆತಾ.