1 Corinthians 11:3 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରେତ୍ୟକକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ବର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକସ୍ଵରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ଵରୂପ ଓ ଈଶ୍ଵର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ଵରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ବୁଝାଇ ଦେବାକୁ ଚାହେଁ ଯେ, ଖ୍ରୀଷ୍ଟ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ, ସ୍ୱାମୀ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଖ୍ରୀଷ୍ଟଙ୍କ ମସ୍ତକ ସ୍ୱରୂପ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କୁ ଏହା ବୁଝାଇବା ପାଇଁ ଇଚ୍ଛା କରେ: ପ୍ରତ୍ୟେକ ପୁରୁଷଲୋକର ମସ୍ତକ ହେଉଛନ୍ତି ଖ୍ରୀଷ୍ଟ, ସ୍ତ୍ରୀଲୋକର ମସ୍ତକ ହେଉଛନ୍ତି ପୁରୁଷ ଓ ଖ୍ରୀଷ୍ଟଙ୍କର ମସ୍ତକ ହେଉଛନ୍ତି ପରମେଶ୍ୱର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹೆ ಎಕ್ ತುಮ್ಕಾ ಗೊತ್ತ್ ರ್‍ಹಾವ್ಚೆ ಹರ್ ಎಕ್ ಘೊವ್ಮನ್ಸಾಚೆ ಟಕ್ಲೆ ಕ್ರಿಸ್ತ್, ಬಾಯ್ಕೊಮಾನ್ಸಿಚೆ ಟಕ್ಲೆ ಘೊವ್, ಕ್ರಿಸ್ತಾಚೆ ಟಕ್ಲೆ ದೆವ್.