1 Corinthians 11:30 — Compare Translations

7 translations compared side by side

Odia - 1840
"ସେଥିପାଇଁ ତୁମ୍ଭମାନଙ୍କ ମଧିଅରେ ଅନକେ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନକେ ମୃତ ହେଲଣେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରୁ ଆଜି ଅନେକେ ଦୁର୍ବଳ, ରୋଗାକ୍ରାନ୍ତ ଓ ମୃତ୍ୟୁମୁଖରେ ପଡ଼ିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ଅନେକ ଦୁର୍ବଳ ଓ ରୋଗୀ ଅଛନ୍ତି ଓ ଅନେକ ମୃତ ହେଲେଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಸೆ ಮನುನುಚ್ ತುಮ್ಚ್ಯಾ ಮದ್ದಿ ಲೈ ಬಳ್ ನಸಲ್ಲಿ, ಶಿಕ್ ಪಡಲ್ಲಿ ಲೊಕಾ ಹಾತ್ ಅನಿ ಸುಮಾರ್ ಜನಾ ಮರುನ್ ಗೆಲ್ಯಾತ್.