1 Corinthians 11:31 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନବୋ, ତା' ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବୋକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଥମରୁ ଆତ୍ମବିଶ୍ଲେଷଣ କରି କାର୍ଯ୍ୟ କଲେ, ଆମେ ଈଶ୍ୱରଙ୍କ ଦଣ୍ଡ ଭୋଗ କରିବା ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଆମ୍ଭେ ନିଜକୁ ପରୀକ୍ଷା କରି ନେବା, ତା’ହେଲେ ଆମ୍ଭକୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବାକୁ ପଡ଼ିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಮಿ ಅದ್ದಿಚ್ ಅಮ್ಚಿ ಝಡ್ತಿ ಕರ್ಲ್ಯಾರ್, ದೆವಾಚ್ಯಾ ಝಡ್ತಿ ಖಾಯ್ಲ್ ಅಮಿ ಯೆಯ್ ನಸಿ ಹೊತ್ತಾಂವ್.