1 Corinthians 11:32 — Compare Translations
7 translations compared side by side
Odia - 1840
"ପ୍ରଭୁ ଯେତବେେଳେ ଆମ୍ଭର ବିଚାର କରନ୍ତି, ସେ ଠିକ୍ ବାଟ ଦଖାଇବୋ ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଜଗତ ସହିତ ଯେପରି ଦଣ୍ତାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ଵାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଜଗତର ଅନ୍ତିମ ଦଣ୍ଡରୁ ଆମକୁ ରକ୍ଷା କରିବା ପାଇଁ ଈଶ୍ୱର ଆମକୁ କ୍ଲେଶ ଦେଇ ସଂଶୋଧନ କରୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ ଯେତେବେଳେ ଆମ୍ଭର ବିଗ୍ଭର କରନ୍ତି, ସେ ଠିକ୍ ବାଟ ଦେଖାଇବା ଲାଗି ଆମ୍ଭ ପ୍ରତି ଦଣ୍ଡ ବିଧାନ କରନ୍ତି। ଆମ୍ଭେ ଯେପରି ଜଗତର ଅବଶିଷ୍ଟ ଲୋକମାନଙ୍କ ସହିତ ଦଣ୍ଡାଜ୍ଞା ପାଇବୁ ନାହିଁ, ସେଥିଲାଗି ସେ ଏପରି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜಾಗಾಚ್ಯಾ ವಾಂಗ್ಡಾ ಅಮ್ಕಾ ಝಡ್ತಿ ಹೊತಲೆ ನಕ್ಕೊ ಮನುನ್ ಧನಿಯಾನುಚ್ ಅಮ್ಕಾ ಝಡ್ತಿ ಕರುನ್ ಶಿಕ್ಷಾ ಲಾವುನ್ ಹೊಲ್ಲಿ ಹಾಯ್.