1 Corinthians 11:33 — Compare Translations
7 translations compared side by side
Odia - 1840
"ଅତଏବ, ହେ ଭାଇ ଓ ଭଉଣୀମାନେ ଯେତବେେଳେ ଭୋଜନ କରିବା ପାଇଁ ତୁମ୍ଭମାନେେ ଏକାଠି ଆସିଛ, ପରସ୍ପର ଏକଆ ରକେ ଲାଗି ଅପେକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁତରାଂ ବନ୍ଧୁଗଣ, ତୁମେମାନେ ପ୍ରଭୁଭୋଜ ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ହେ ଭାଇ ଓ ଭଉଣୀମାନେ ଯେତେବେଳେ ଭୋଜନ କରିବା ପାଇଁ ତୁମ୍ଭେମାନେ ଏକାଠି ଆସିଛ, ପରସ୍ପର ଏକଆରେକ ଲାଗି ଅପେକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚ್ಯಾಸಾಟ್ನಿ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ತುಮಿ ಜೆವ್ನಾಕ್ ಎಕಾಕ್ಡೆ ಗೊಳಾ ಹೊಲ್ಲ್ಯಾ ಮಾನಾ, ಎಕಾಮೆಕಾಚಿ ವಾಟ್ ಬಗಾ.