1 Corinthians 11:34 — Compare Translations
7 translations compared side by side
Odia - 1840
"ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘ ରେ ଖାଇ ଦବୋ ଉଚିତ, ୟଦ୍ଦ୍ବାରା ପ୍ରଭୁଭୋଜ ସଭା ରେ ତୁମ୍ଭମାନଙ୍କ ଆଚରଣ ହତେୁ ପ୍ରଭୁଙ୍କ ଦ୍ବାରା ବିଚାରିତ ହବେ ନାହିଁ। ମୁଁ ଯବେେ ଆସିବି, ଅବଶିଷ୍ଟ ବିଷୟ ରେ କ'ଣ କରିବାକୁ ହବେ କହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ତ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ସମାବେଶ ଯେପରି ଦଣ୍ଡର କାରଣ ନ ହୁଏ, ସେଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରି ଆସୁ। ଅନ୍ୟାନ୍ୟ ବିଷୟ ସବୁ ମୁଁ ଗଲେ ବୁଝାଇ ଦେବି।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କାହାକୁ ବହୁତ ଭୋକ ଲାଗୁଛି, ସେ ଘରେ ଖାଇଦେବା ଉଚିତ୍, ଯଦ୍ଦ୍ୱାରା ପ୍ରଭୁଭୋଜ ସଭାରେ ତୁମ୍ଭମାନଙ୍କ ଆଚରଣ ହେତୁ ପ୍ରଭୁଙ୍କ ଦ୍ୱାରା ବିଗ୍ଭରିତ ହେବ ନାହିଁ। ମୁଁ ଯେବେ ଆସିବି, ଅବଶିଷ୍ଟ ବିଷୟରେ କ’ଣ କରିବାକୁ ହେବ କହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭುಕ್ ಲಾಗಲ್ಲೊ ಅಪ್ನಾಚ್ಯಾ ಘರಾತುಚ್ ಜೆವ್ನ್ ಯೆಂವ್ದಿತ್, ನಾ ಹೊಲ್ಯಾರ್ ತುಮಿ ಜಲಮಲ್ಲೆಚ್ ತುಮ್ಚ್ಯಾ ಝಡ್ತಿಕ್ ಕಾರನ್ ಹೊತಾ.ಅನಿ ಹುರಲ್ಲ್ಯಾ ಸಂಗ್ತಿಯಾಂಚ್ಯಾ ವಿಶಯಾತ್ ಸಾಂಗ್ತಲೆ ಹಾಯ್ ತೆ ಮಿಯಾ ಥೈ ಯೆಲ್ಲೆ ತನ್ನಾ ಸಮಾ ಕರ್ತಾ.