1 Corinthians 11:4 — Compare Translations
7 translations compared side by side
Odia - 1840
"ଯେ କୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ଯଦ୍ ବାଣୀ କ ହେ, ସେ ନିଜ ମସ୍ତକର ଅପମାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଯେଉଁ ପୁରୁଷ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ, ସେ ଖ୍ରୀଷ୍ଟଙ୍କର ଅବମାନନା କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಗ್ನಿಕ್ ಗೊಳಾ ಹೊಲ್ಲ್ಯಾ ತನ್ನಾ ಟಕ್ಲೆ ಧಾಪುನ್ ಮಾಗ್ತಾ, ನಾಹೊಲ್ಯಾರ್ ಪ್ರವಾದ್ ಕರ್ತಾ ತೊ ಘೊಮಾನುಸ್ ಕ್ರಿಸ್ತಾಕ್ ಅವಮಾನ್ ಕರ್ತಾ.