1 Corinthians 11:6 — Compare Translations
7 translations compared side by side
Odia - 1840
"ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା' ହେଲ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷ ରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ତନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ନାରୀ ଯଦି ତା’ ମସ୍ତକ ଆଚ୍ଛାଦନ କରିବାକୁ ନ ଚାହେଁ, ତେବେ ତା’ ମସ୍ତକର କେଶ କଟାଯାଉ। କିନ୍ତୁ କେଶ କଟା ହେବା କିମ୍ବା ମୁଣ୍ଡିତ ହେବା, ନାରୀ ପକ୍ଷରେ ଲଜ୍ଜାଜନକ ହୋଇଥିବାରୁ, ସେ ମସ୍ତକ ଆଚ୍ଛାଦନ କରିବା ଉଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ସ୍ତ୍ରୀ ମସ୍ତକ ଆଚ୍ଛାଦନ କରେ ନାହିଁ, ତା’ହେଲେ ଏହା ସେ ମସ୍ତକର କେଶ କାଟିପକାଇବା ସଙ୍ଗେ ସମାନ। ମାତ୍ର କେଶ କାଟିବା ଓ ମସ୍ତକ ମୁଣ୍ଡନ କରିବା ସ୍ତ୍ରୀ ପକ୍ଷରେ ଲଜ୍ଜାଜନକ, ତେଣୁ ସେ ମସ୍ତକ ଆଚ୍ଛାଦନ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಬಾಯ್ಕೊಮಾನುಸ್ ಅಪ್ನಾಚೆ ಟಕ್ಲೆ ಧಾಪುನ್ ಘೆಯ್ನಾ ಹೊಲ್ಯಾರ್ ತೆನಿ ಅಪ್ಲಿ ಕೆಸಾ ತಾಸುನ್ ಘೆವ್ಚೆ: ಖರೆ ಕೆಸಾ ಕಾತರ್ತಲೆ ನಾ ಹೊಲ್ಯಾ ಟಕ್ಲೆ ತಾಸ್ತಲೆ ಎಕ್ ಬಾಯ್ಕೊಮಾನ್ಸಿಕ್ ಅವ್ಮಾನಾಚೆ ಹೊಲ್ಯಾರ್ ತಿ ಅಪ್ನಾಚೆ ಟಕ್ಲೆ ಧಾಪುಂದಿತ್.