1 Corinthians 11:8 — Compare Translations
7 translations compared side by side
Odia - 1840
"ପୁରୁଷ ସ୍ତ୍ରୀ ଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ନାରୀ ପୁରୁଷଠାରୁ ସୃଷ୍ଟ; କିନ୍ତୁ ପୁରୁଷ ନାରୀଠାରୁ ସୃଷ୍ଟ ନୁହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପୁରୁଷ ସ୍ତ୍ରୀଠାରୁ ଆସି ନାହିଁ। ସ୍ତ୍ରୀ ପୁରୁଷଠାରୁ ଆସିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಘವ್ಮಾನ್ಸಾಕ್ ಬಾಯ್ಕೊಮಾನುಸ್ ವೈನಾ ರಚಲ್ಲೆ ನಾ ಬಾಯ್ಕೊಮಾನ್ಸಿಕ್ ಘವ್ಮಾನ್ಸಾ ವೈನಾ ರಚಲ್ಲೆ ಹಾಯ್.