1 Corinthians 11:9 — Compare Translations

7 translations compared side by side

Odia - 1840
"ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହାଇେ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ପୁଣି ପୁରୁଷର ସୃଷ୍ଟି ନାରୀ ନିମିତ୍ତ ନୁହେଁ; ମାତ୍ର ନାରୀର ସୃଷ୍ଟି ପୁରୁଷ ନିମିତ୍ତ। ଏଥିପାଇଁ ପୁରୁଷର କର୍ତ୍ତୃତ୍ୱ ନାରୀ ଉପରେ ଅଛି।
Odia Bible ERV 2004 (ପବିତ୍ର ବାଇବଲ)
ପୁରୁଷ ସ୍ତ୍ରୀ ପାଇଁ ସୃଷ୍ଟି ହୋଇ ନ ଥିଲା; ବରଂ ସ୍ତ୍ରୀ ପୁରୁଷ ପାଇଁ ସୃଷ୍ଟି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘವ್ಮಾನ್ಸಾಕ್ ಬಾಯ್ಕೊಮಾನುಸ್ ಸಾಟ್ನಿ ರಚಲ್ಲೆ ನಾ, ಬಾಯ್ಕೊಮಾನುಸ್ಸಿಕ್ ಘವ್ಮಾನುಸಾ ಸಾಟ್ನಿ ರಚಲ್ಲೆ ಹಾಯ್.