1 Corinthians 12:1 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟ ରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆତ୍ମିକ ଦାନ ସମ୍ଵନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପବିତ୍ରଆତ୍ମାଙ୍କ ଦାନସମୂହ ବିଷୟରେ ମୁଁ ତୁମ୍ଭମାନଙ୍କୁ ପ୍ରକୃତ ସତ୍ୟ ଜଣାଇବାକୁ ଚାହେଁ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମାଙ୍କଠାରୁ ଦାନ ଭାଇ ଓ ଭଉଣୀମାନେ! ଆତ୍ମିକ ଦାନଗୁଡ଼ିକ ବିଷୟରେ ମୁଁ ତୁମ୍ଭମାନଙ୍କୁ ବୁଝାଇବାକୁ ଇଚ୍ଛା କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ಪವಿತ್ರ್ ಆತ್ಮ್ಯಾಚ್ಯಾ ವರಾಂಚ್ಯಾ ವಿಶಯಾತ್ಲೆ ಖರೆ ತುಮಿ ಗೊತ್ತ್ ನಸಲ್ಲೆ ಹೊವ್ನ್ ರ್ಹಾವ್ಚೆ ನ್ಹಯ್ ಮನುನ್ ಮಾಜಿ ಅಶಾ.