1 Corinthians 12:11 — Compare Translations
7 translations compared side by side
Odia - 1840
"ସହେି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସା ରେ ଏହି ସମସ୍ତ କାର୍ୟ୍ଯ କରନ୍ତି। ସହେି ଆତ୍ମା ପ୍ରେତ୍ୟକକ ବ୍ଯକ୍ତିଙ୍କୁ କ'ଣ ଦିଆୟିବ, ତାହା ସ୍ଥିର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ପୃଥକ୍ ପୃଥକ୍ ରୂପେ ଦାନ ବିତରଣ କରି ଏହିସମସ୍ତ କର୍ମ ସାଧନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏସବୁ ସେହି ଏକ ଆତ୍ମା ହିଁ କରିଥା’ନ୍ତି। ସେ ନିଜର ଇଚ୍ଛା ଅନୁସାରେ ପ୍ରତ୍ୟେକ ବ୍ୟକ୍ତିକୁ ବିଭିନ୍ନ ବିଷୟ ଦାନ କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ଏହି ସମସ୍ତ କାର୍ଯ୍ୟ କରନ୍ତି। ସେହି ଆତ୍ମା ପ୍ରତ୍ୟେକ ବ୍ୟକ୍ତିଙ୍କୁ କ’ଣ ଦିଆଯିବ, ତାହା ସ୍ଥିର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಹಿ ಸಗ್ಳಿ ವರಾ ದಿತಲೊ ಎಕ್ಲೊಚ್ ಅನಿ ತೊಚ್ ಪವಿತ್ರ್ ಆತ್ಮೊ; ಅಪ್ನಾಂಚ್ಯಾ ಮನಾಕ್ ಯೆತಾ ತಸೆ ಹರಿ ಎಕ್ಲ್ಯಾಕ್ ತೊ ತಿ ವಾಟುನ್ ದಿತಾ.