1 Corinthians 12:13 — Compare Translations

7 translations compared side by side

Odia - 1840
"ଆମ୍ଭ ଭିତରୁ କେତକେ ହେଉଛୁ ୟିହୁଦୀ, କେତକେ ଅଣୟିହୁଦୀ, ଆମ୍ଭ ଭିତରୁ କେତକେ କ୍ରୀତଦାସ ଓ କେତକେ ସ୍ବାଧୀନ। କିନ୍ତୁ ଆମ୍ଭମାନେେ ସମସ୍ତେ ଗୋଟିଏ ଆତ୍ମା ଦ୍ବାରା ଏକ ଶରୀର ହବୋ ଉଦ୍ଦେଶ୍ଯ ରେ ବାପ୍ତିଜିତ ପ୍ରାପ୍ତ ହାଇେ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ଯ ପ୍ରଦାନ କରାଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ଵାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ଵାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହିପରି ଇହୁଦୀ, ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ ନିର୍ବିଶେଷରେ ଆମେ ସମସ୍ତେ ଏକ ଆତ୍ମାଙ୍କ କର୍ତ୍ତୃକ ଜଳଦୀକ୍ଷାରେ ଦୀକ୍ଷିତ ହୋଇ ସେହି ଏକ ଶରୀରରେ ଅନ୍ତର୍ଭୁକ୍ତ ହୋଇଅଛୁ, ଏକ ଆତ୍ମାଙ୍କୁ ପାନ କରିଛୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭ ଭିତରୁ କେତେକ ହେଉଛୁ ଯିହୂଦୀ, କେତେକ ଅଣଯିହୂଦୀ, ଆମ୍ଭ ଭିତରୁ କେତେକ କ୍ରୀତଦାସ ଓ କେତେକ ସ୍ୱାଧୀନ। କିନ୍ତୁ ଆମ୍ଭେମାନେ ସମସ୍ତେ ଗୋଟିଏ ଆତ୍ମା ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ପ୍ରାପ୍ତ ହୋଇ ଅଛୁ। ଆମ୍ଭ ସମସ୍ତଙ୍କୁ ଗୋଟିଏ ଆତ୍ମା ମଧ୍ୟ ପ୍ରଦାନ କରାଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಸಗ್ಳ್ಯಾನಿ, ಜುದೆವಾನಿ ಅನಿ ಜುದೆವ್‍ ನ್ಹಯ್ ಹೊತ್ತ್ಯಾನಿ, ಸ್ವತಂತ್ರ್ ಹೊತ್ತ್ಯಾನಿ, ಅನಿ ಗುಲಾಮಾನಿ ಎಕ್ ಆಂಗ್ ಹೊವಸಾಟ್ನಿ ಎಕುಚ್ ಆತ್ಮ್ಯಾಚ್ಯಾ ವೈನಾ ಬಾಲ್ತಿಮ್ ಘೆಟ್ಲಾಂವ್; ಅನಿ ಎಕುಚ್ ಆತ್ಮೊ ಅಮ್ಕಾ ಸಗ್ಳ್ಯಾಕ್ನಿ ಎಕ್ ಫಿವನ್ ಸಾರ್ಕೆ ದಿಲ್ಲೊ ಹಾಯ್.