1 Corinthians 12:14 — Compare Translations
7 translations compared side by side
Odia - 1840
"ମାନବ ଶରୀର ତ ଏକଅଙ୍ଗ ନୁହେଁ, ମାତ୍ର ଅନକେ ଗୁଡ଼ିଏ ଅଙ୍ଗ ଦ୍ବାରା ନିର୍ମିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶରୀର ଗୋଟିଏ ଅଙ୍ଗରେ ଗଢ଼ା ନୁହେଁ। ଏହା ଅନେକ ଅଙ୍ଗର ସମଷ୍ଟି।
Odia Bible ERV 2004 (ପବିତ୍ର ବାଇବଲ)
ମାନବ ଶରୀର ତ ଏକଅଙ୍ଗ ନୁହେଁ, ମାତ୍ର ଅନେକ ଗୁଡ଼ିଏ ଅଙ୍ଗ ଦ୍ୱାରା ନିର୍ମିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।
Odia IRV 2017 (ଓଡିଆ ବାଇବେଲ)
କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಂಗ್ ಮಟ್ಲ್ಯಾರ್ ಎಕುಚ್ ಭಾಗ್ ನ್ಹಯ್, ತೆ ಲೈ ಭಾಗಾನಿ ಹೊಲ್ಲೆ ಹಾಯ್.